fbpx
BJD SKY
BJD SKY

ରାଜ୍ୟର ୩୦ ଜିଲ୍ଲାରୁ ୧୭୯୩ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

BJD

ଭୁବନେଶ୍ୱର,୨୩ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୭୯୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୩୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଓ କଟକରୁ ୧୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.