fbpx

ଦିନ ୧୧ଟା ପର୍ଯ୍ୟନ୍ତ ୧୮ ଜିଲ୍ଲା ସାବଧାନ!

ଭୁବନେଶ୍ୱର, ୨୭/୮(ଓଡିଶା ଭାସ୍କର): ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ସାରା ରାଜ୍ୟରେ ବର୍ଷା ଲାଗିଛି। ଏହାରି ମଧ୍ୟରେ ଆଜି ଦିନ ୧୧ଟା ପର୍ଯ୍ୟନ୍ତ ୧୮ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ନେଇ ସତର୍କ କରିିିଛି ପାଣିପାଗ ବିଭାଗ।

୧୮ ଜିଲ୍ଲା ଗୁଡିକ ନବରଙ୍ଗପୁର, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ବରଗଡ଼, ଅନୁଗୁଳ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା। ଏହିସବୁ ଜିଲ୍ଲାଗୁଡିକୁ  ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

Get real time updates directly on you device, subscribe now.