ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତକାଲି ସଂକ୍ରମଣ ୨ ହଜାର ଉପରକୁ ଟପିଥିବା ବେଳେ ଆଜି ପୁଣି ତଳକୁ ଖସିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୯୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୮୧୨ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୫ ହଜାର ୭ ରହିଥିବା ବେଳେ ୧୯ ହଜାର ୬୮୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 20th July
New Positive Cases: 1927
In Quarantine: 1115
Local Contacts: 812(Details of local contacts will be shared by concerned Dist Administration)
District Wise Cases:
1. Angul: 55
2. Balasore: 111
3. Bargarh: 27
4. Bhadrak: 19
5. Balangir: 11— I & PR Department, Odisha (@IPR_Odisha) July 21, 2021
22. Mayurbhanj: 90
23. Nawarangpur: 15
24. Nayagarh: 64
25. Nuapada: 5
26. Puri: 103
27. Rayagada: 22
28. Sambalpur: 33
29. Sonepur: 8
30. Sundargarh: 38
31. State Pool: 100New recoveries: 2341
Cumulative tested: 15278399
Positive: 959986
Recovered: 935007
Active cases: 19685— I & PR Department, Odisha (@IPR_Odisha) July 21, 2021