fbpx

ଖୁସି ଖବର: ରାଜ୍ୟରେ ଆଜି ୧୯୨୭ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୧।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୦, ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଧାରୁ ସର୍ବାଧିକ ୨୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୧୯୦, ରାୟଗଡରୁ ୧୪୬,ସୁନ୍ଦରଗଡରୁ ୧୦୮, ଯାଜପୁରୁ ୭୪ , କଟକରୁ ୭୮, କୋରାପୁଟରୁ ୮୬, ମୟୁରଭଞ୍ଜରୁ ୮୮, ରାୟଗଡାରୁ ୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.