ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ୩ ମାସର ବ୍ୟବଧାନ ପରେ ପ୍ରଥମ ଥର ପାଇଁ ଗତକାଲି ୨ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିଲା । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୧୯୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୧୭ ଓ ସ୍ଥାନୀୟ ଅଞ୍ଚଳରୁ ୮୧୩ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 12th July
New Positive Cases: 1930
In quarantine: 1117
Local contacts: 813(Details of local contacts will be shared by concerned Dist Administration)
District Wise Cases:
1. Angul: 50
2. Balasore: 134
3. Bargarh: 12
4. Bhadrak: 98
5. Balangir: 1— I & PR Department, Odisha (@IPR_Odisha) July 13, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୩ ହଜାର ୬୭୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୫ ହଜାର ୪୦୦ ରହିଥିବା ବେଳେ ୨୩ ହଜାର ୪୯୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 98
23. Nawarangpur: 5
24. Nayagarh: 58
25. Nuapada: 2
26. Puri: 27
27. Rayagada: 38
28. Sambalpur: 25
29. Sonepur: 5
30. Sundargarh: 94
31. State Pool: 75New recoveries: 2937
Cumulative tested: 14703651
Positive: 943675
Recovered: 915400
Active cases: 23492— I & PR Department, Odisha (@IPR_Odisha) July 13, 2021