fbpx
BJD SKY
BJD SKY

ରାଜ୍ୟରେ କମିଲା ସଂକ୍ରମଣ ସଂଖ୍ୟା, ୩୦ ଜିଲ୍ଲାରୁ ୧୯୮୨ ପଜିଟିଭ ଚିହ୍ନଟ

BJD

ଭୁବନେଶ୍ୱର,୧୯ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୯୮୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୨୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୦୦ ଓ କଟକରୁ ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.