fbpx

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ +2 କଳା ରେଜଲ୍ଟ

ଭୁବନେଶ୍ୱର,୨୫/୮(ଓଡିଶା ଭାସ୍କର): ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ +2 କଳା ପରୀକ୍ଷା ଫଳ। ତେବେ ଅଗଷ୍ଟ ଶେଷ ସପ୍ତାହରେ ପରୀକ୍ଷା ଫଳ ବାହାରିବାର ଥିଲା । CHSEର ୨ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Get real time updates directly on you device, subscribe now.