fbpx

କଟାମୁଣ୍ଡ ମାମଲା : ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୁବନେଶ୍ୱର, ୧୨ା୨ (ଓଡିଶା ଭାସ୍କର)  ଭୁବନେଶ୍ୱର ଅନ୍ଧାରୁଆରେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ଘଟଣା ରେ ୨ ଅଭିଯୁକ୍ତ ସଞ୍ଜୟ ଓ ଚନ୍ଦୁକୁ ୩ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମିଳିଛି । ଭୁବନେଶ୍ବର ଜିଲ୍ଲା ଦୌରା ଜଜ୍‌ଙ୍କ କୋର୍ଟ ଦେଲେ ରିମାଣ୍ଡ ଅନୁମତି । ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା ପୋଲିସ । ମାତ୍ର ୩ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମିଳିଛି

Get real time updates directly on you device, subscribe now.