fbpx

ରାଜ୍ୟରେ ସୁସ୍ଥ ହେଲେ ଆଉ ଦୁଇ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ସୁସ୍ଥ ହେଲେ ଆଉ ଦୁଇ କରୋନା ଆକ୍ରାନ୍ତ ରୋଗୀ । ସେମାନେ ୨ଜଣ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନାରେ ଆକ୍ରାନ୍ତ ଥିବା ୩୨ଜଣ ସୁସ୍ଥ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ କରୋନାରେ ଆକ୍ରାନ୍ତ ଥିବା ୮୨ଜଣଙ୍କ ମଧ୍ୟରୁ ୩୨ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ୪୯ଜଣ ରାଜ୍ୟରେ କରୋନାରେ ସକ୍ରିୟ ଅଛନ୍ତି ।

Get real time updates directly on you device, subscribe now.