fbpx

୨ ଲକ୍ଷ କୋଟିର ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ମିଳିଲା ମଞ୍ଜୁରୀ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ବସିଥିଲା । ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପାଖାପାଖି ୨ ଲକ୍ଷ କୋଟିର ବଜେଟକୁ ମଞ୍ଜୁରୀ ମିଳିଛି । ଆସନ୍ତା ୩୦ ତାରିଖରେ ବିଧାନସଭାରେ କାମଚଳା ବଜେଟ୍ ଉପସ୍ଥାପନ ହେବ । ପଞ୍ଚାୟତ ଓ ପୌର ନିର୍ବାଚନରେ ଶାସକ ଦଳର ସଫଳତା ପରେ ଏହା ପ୍ରଥମ କ୍ୟାବିନେଟ୍ ବୈଠକ ହୋଇଥିବାରୁ ଏହା ଉପରେ ସମସ୍ତଙ୍କର ଫୋକସ୍ ରହିଥିଲା ।

Get real time updates directly on you device, subscribe now.