fbpx

କରୋନା ନେଲା ଆଉ ୨ ଜୀବନ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୫/୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ନିଜର କାୟା ବିସ୍ତାର କରିବାରେ ଲାଗିଲାଣି । ଏହାରି ମଧ୍ୟରେ ଆଜି ୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେଆଉ ୨ ଜଣଙ୍କର ଜୀବନ ନେଇଛି କରୋନା । ଗଜପତି ଓ ସୁନ୍ଦରଗଡରେ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ଗଜପତି ଓ ସୁନ୍ଦରଗଡରେ ଏହାର ପ୍ରଥମ କରୋନା ମୃତ୍ୟୁ ବୋଲି ଜଣାପଡିଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.