fbpx

ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ,ଆକ୍ରାନ୍ତଙ୍କ ସଂଖ୍ୟା ୧୫୯

ଭୁବନେଶ୍ୱର:୩ ।୫(ଓଡିଶା ଭାସ୍କର):ରାଜ୍ୟରେ ଆଜି ଆଉ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଦୁଇଜଣ ଗଂଜାମ ଜିଲ୍ଲାର ।ଏହା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ ରେ ପଂହଚିଛି । ଗତ କାଲି ପର୍ଯ୍ୟନ୍ତ ରାଜ୍ୟରେ ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି ।

Get real time updates directly on you device, subscribe now.