fbpx

ଶନିବାର ଉପଲବ୍ଧ ହେବ +୨ ରେଜଲ୍ଟ

ଭୁବନେଶ୍ୱର: ଶନିବାର ପ୍ରକାଶ ପାଇବ +୨ ଅଫଲାଇନ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା । www.orissaresults.nic.in ରେ ରେଜଲ୍ଟ ଉପଲବ୍ଧ ହେବ । ଅକ୍ଟୋବର ୧ରୁ ୧୧ ତାରିଖ ଯାଏଁ ଅଫଲାଇନ ପରୀକ୍ଷା ହୋଇଥିଲା ।

ସଂପ୍ରତି କରୋନା ମହାମାରୀ କାରଣରୁ ବିକଳ୍ପ ବ୍ୟବସ୍ଥା ଅନୁଯାୟୀ +୨ ଛାତ୍ରଛାତ୍ରୀଙ୍କୁ ମାର୍କ ଦିଆଯାଇଥିଲା । ତେବେ ଏଥିରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଅଫଲାଇନରେ ପରୀକ୍ଷା ଦେଇଥିଲେ । ୧୩.୦୪୩ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିଲେ ।

Get real time updates directly on you device, subscribe now.