fbpx

ଡଙ୍ଗା ଗୋଟାଇବା ବେଳେ ୨ ଭଉଣୀଙ୍କ ସଲିଳ ସମାଧି

ଯୋର(ଓଡ଼ିଶା ଭାସ୍କର): ଯୋରରୁ ଡଙ୍ଗା ଗୋଟାଇବା ବେଳେ ୨ ଭଉଣୀଙ୍କ ସଲିଳ ସମାଧି । କେନ୍ଦ୍ରାପଡ଼ା ସଦର ଥାନା ଜଅଁରା ବାରିମୂଳ ଗାଁରେ ଏହି ଦୁଃଖଦ ଘଟଣା ଘଟିଛି । ମୃତକଙ୍କ ମଧ୍ୟରୁ ଜଣେ ୩ ବର୍ଷର ଓ ଅନ୍ୟ ଜଣେ ୨ ବର୍ଷର ନାବାଳିକା ହୋଇଥିବା ଜଣାପଡିଛି । ସ୍ଥାନୀୟ ଲୋକଙ୍କ ଦ୍ୱାରା ଯୋରରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି ।

Get real time updates directly on you device, subscribe now.