fbpx
BJD SKY
BJD SKY

୨ ଆତଙ୍କବାଦୀ ନିପାତ

BJD

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି । କୁଲଗ୍ରାମର ରେଡୱାନି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଅପରେସନ୍ ସମୟରେ ଏହି ଏନକାଉଣ୍ଟର ହୋଇଛି । ସର୍ଚ୍ଚ ଅପରେସନ୍ ବେଳେ ଆତଙ୍କବାଦୀଙ୍କ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ହୋଇଥିଲା । ଏଥିରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି । ବର୍ତ୍ତମାନ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅଭିଯାନ ଜାରି ରହିଛି । ତେବେ ନିପାତ ହୋଇଥିବା ଆତଙ୍କବାଦୀ କେଉଁ ସଂଗଠନ ରୁ ଆସିଛନ୍ତି ଓ ସେମାନଙ୍କ ପରିଚୟ ଜାଣିବାକୁ ଉଦ୍ୟମ କରାଯାଉଛି ।

Get real time updates directly on you device, subscribe now.