fbpx

ରାଜ୍ୟରେ ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ; ଜଙ୍ଗଲ ପରିବେଶ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ରାଜ୍ୟରେ ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ । ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆଙ୍କ ସୂଚନା । କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ସୂଚନା । ‘ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି, ୨ ହଜାର ପଦବୀ ପୂରଣ କରିବୁ । ପ୍ରସ୍ତୁତି ଚାଲିଥିବା କହିଲେ ଜଙ୍ଗଲ ପରିବେଶ ମନ୍ତ୍ରୀ ।

Get real time updates directly on you device, subscribe now.