ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ଦୁଇଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୦୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୯୫ ଓ ସ୍ଥାନୀୟ ଅଞ୍ଚଳରୁ ୮୭୫ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 15th July
New Positive Cases: 2070
In Quarantine: 1195
Local Contacts: 875(Details of local contacts will be shared by concerned Dist Administration)
District Wise Cases:
1. Angul: 57
2. Balasore: 176
3. Bargarh: 15
4. Bhadrak: 66
5. Balangir: 7— I & PR Department, Odisha (@IPR_Odisha) July 16, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୯ ହଜାର ୯୨୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୩ ହଜାର ୨୦୯ ରହିଥିବା ବେଳେ ୨୧ ହଜାର ୭୪୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 81
23. Nawarangpur: 11
24. Nayagarh: 59
25. Nuapada: 7
26. Puri: 110
27. Rayagada: 18
28. Sambalpur: 16
29. Sonepur: 8
30. Sundargarh: 66
31. State Pool: 85New recoveries: 2563
Cumulative tested: 14915504
Positive: 949929
Recovered: 923209
Active cases: 21742— I & PR Department, Odisha (@IPR_Odisha) July 16, 2021