ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୪,୪୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Happy to share that we have achieved another high in the fight against #COVID19 with the discharge of a record 2129 Covid patients today.
The total recovered cases of Odisha now stand at 54405.
276 from Khurdha
265 from Ganjam
178 from Sundergarh
172 from Cuttack— H & FW Dept Odisha (@HFWOdisha) August 23, 2020
19 from Kalahandi
18 from Angul
16 from Kendrapara
14 from Balangir
13 from Jharsuguda
9 from Nabarangpur
6 from Boudh
1 from Sonepur— H & FW Dept Odisha (@HFWOdisha) August 23, 2020
ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨୭୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୬୫, ସୁନ୍ଦରଗଡରୁ ୧୭୮,କଟକରୁ ୧୭୨, କୋରାପୁଟରୁ ୧୫୩, ଭଦ୍ରକରୁ ୧୪୪, ନୟାଗଡ଼ରୁ ୧୩୦, କନ୍ଧମାଳରୁ ୧୨୨, ବାଲେଶ୍ୱରରୁ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।