fbpx

ଖୁସି ଖବର: ରାଜ୍ୟରେ ଆଜି ୨୧୨୯ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୪,୪୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨୭୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୬୫, ସୁନ୍ଦରଗଡରୁ ୧୭୮,କଟକରୁ ୧୭୨, କୋରାପୁଟରୁ ୧୫୩, ଭଦ୍ରକରୁ ୧୪୪, ନୟାଗଡ଼ରୁ ୧୩୦, କନ୍ଧମାଳରୁ ୧୨୨, ବାଲେଶ୍ୱରରୁ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.