fbpx
BJD
BJD SKY
BJD SKY

ରାଜ୍ୟର ୩୦ ଜିଲ୍ଲାରୁ ୨୧୩୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୬ ।୧୦(ଓଡିଶା ଭାସ୍କର):  ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୧୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୫୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୮୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬୧, ଅନୁଗୁଳୁରୁ ୧୫୧, କଟକରୁ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.