ଭୁବନେଶ୍ୱର,୧୭ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୧୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୭୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 16th October
New Positives Cases: 2196
In quarantine: 1274
Local contacts: 922(Details of local contacts will be shared by concerned District Administration)
District Wise Cases
1. Angul: 107
2. Balasore: 104
3. Bargarh: 80
4. Bhadrak: 16
5. Balangir: 71— I & PR Department, Odisha (@IPR_Odisha) October 17, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫୯, ଅନୁଗୁଳୁରୁ ୧୦୭, କଟକରୁ ୧୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
22. Nawarangpur: 50
23. Nayagarh: 20
24. Nuapada: 108
25. Puri: 77
26. Rayagada: 14
27. Sambalpur: 37
28. Sonepur: 70
29. Sundargarh: 140
30. State Pool: 50New Recoveries: 2850
Cumulative Tested: 4001065
Positive: 266345
Recovered: 241385
Active Cases: 23786— I & PR Department, Odisha (@IPR_Odisha) October 17, 2020