fbpx

ରାଜ୍ୟର ୩୦ ଜିଲ୍ଲାରୁ ୨୧୯୬ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୭ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୧୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୭୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫୯, ଅନୁଗୁଳୁରୁ ୧୦୭, କଟକରୁ ୧୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.