ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ ମଧ୍ୟ କରୋନା ଉପରେ ସାମାନ୍ୟ ପ୍ରଭାବ ପକାଇ ପାରୁନାହିଁ । ଏହା ମଧ୍ୟରେ ଆଜି ପୁଣି ୭୭୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୩୧ ଓ ସ୍ଥାନୀୟ ଅଞ୍ଚଳରୁ ୩୩୯୮ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 128
7. Cuttack: 720
8. Deogarh: 72
9. Dhenkanal: 252
10. Gajapati: 68
11. Ganjam: 153
12. Jagatsinghpur: 255
13. Jajpur: 388
14. Jharsuguda: 71
15. Kalahandi: 167
16. Kandhamal: 52
17. Kendrapada: 223
18. Keonjhar: 166
19. Khurda: 1062
20. Koraput: 185— I & PR Department, Odisha (@IPR_Odisha) June 4, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ଲକ୍ଷ ୧୩ ହଜାର ୫୫ ରହିଥିବା ବେଳେ ୮୨ ହଜାର ୬୭୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 10434
Cumulative tested: 12040830
Positive: 798699
Recovered: 713055
Active cases: 82679— I & PR Department, Odisha (@IPR_Odisha) June 4, 2021