ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହୋଇଥିଲେ । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଗତ ଆଠ ଦିନ ହେଲା ୩ ହଜାର ତଳକୁ ଏବେ ସଂକ୍ରମଣ ଖସିଛି । ଏହା ମଧ୍ୟରେ ଆଜି ପୁଣି ୨୨୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୧୫ ଓ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ଚିହ୍ନଟ ହୋଇଛନ୍ତି।
Covid-19 Report For 10th July
New Positive Cases: 2282
In quarantine: 1315
Local contacts: 967(Details of local contacts will be shared by concerned Dist Administration)
District Wise Cases:
1. Angul: 61
2. Balasore: 146
3. Bargarh: 17
4. Bhadrak: 71
5. Balangir: 9— I & PR Department, Odisha (@IPR_Odisha) July 11, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯ ହଜାର ୬୩୯ ରହିଥିବା ବେଳେ ୨୫ ହଜାର ୪୬୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 141
23. Nawarangpur: 12
24. Nayagarh: 83
25. Nuapada: 2
26. Puri: 127
27. Rayagada: 15
28. Sambalpur: 18
29. Sonepur: 7
30. Sundargarh: 67
31. State Pool: 117New recoveries: 3120
Cumulative tested: 14568487
Positive: 939752
Recovered: 909639
Active cases: 25461— I & PR Department, Odisha (@IPR_Odisha) July 11, 2021