ଭୁବନେଶ୍ୱର,୨୮।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୭୩୮ କୁ ବୃଦ୍ଧି ପାଇଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୪ ହଜାର ୦୬୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 27th December
New Positive Cases: 234
In quarantine: 136
Local contacts: 98(Details of local contacts will be shared by concerned District Administration)
District Wise Cases:
1. Angul: 36
2. Balasore: 10
3. Bargarh: 2
4. Bhadrak: 3
5. Balangir: 10— I & PR Department, Odisha (@IPR_Odisha) December 28, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୨୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୬୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱର, ରାୟଗଡ଼ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Sonepur: 1
24. Sundargarh: 28
25. State Pool: 6New recoveries: 319
Cumulative tested: 6855829
Positive: 328738
Recovered: 324068
Active cases: 2753— I & PR Department, Odisha (@IPR_Odisha) December 28, 2020