fbpx

ଆଜି ଆଉ ୨୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧

ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି ।  ସମସ୍ତ ଆକ୍ରାନ୍ତ ଙ୍କ ମଧ୍ୟରୁ ୨୪ ଜଣ ଗଂଜାମ ଓ ଜଣେ ଭାବନେଶ୍ୱରର। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୨୦୫ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା

Get real time updates directly on you device, subscribe now.