fbpx

ଖୁସି ଖବର: ରାଜ୍ୟରେ ଆଜି ୨୫୭୭ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର, ୧୨ ।୧୦(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର  । ରାଜ୍ୟରେ ଆଉ  ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି  । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧, ୩୦, ୨୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।

ତେବେ ଆଜି କଟକରୁ ସର୍ବାଧିକ ୨୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.