fbpx

ରାଜ୍ୟରେ ଆଉ ୨୬ କରୋନା ପଜେଟିଭ ଚିହ୍ନଟ,ଆକ୍ରାନ୍ତଙ୍କ ସଂଖ୍ୟା ୨୪୫

ଭୁବନେଶ୍ୱର :୮ ।୫(ଓଡିଶା ଭାସ୍କର):ରାଜ୍ୟରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଆଉ ୨୬ କରୋନା ପଜେଟିଭ ଟିହ୍ନଟ ହୋଇଛନ୍ତି । ଏହା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପଂହଚିଛି ।ଏମାନଙ୍କ ମଧ୍ୟରୁ ଗଂଜାମରୁ ୧୯ ଜଣ ଥିବା ବେଳେ ,କେନ୍ଦ୍ରାପଡାରୁ ୫ ଓ ଭଦ୍ରକରୁ ୨ ଆକ୍ରାନ୍ତ ।ଏନେଇ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗତକାଲି ରାଜ୍ୟରେ ରେକର୍ଡ ସଂଖ୍ୟକ ୩୪ ଜଣ କରୋନା ପଜେଟିଭ ଚିହ୍ନଟ ହୋଇଥିଲେ ।

Get real time updates directly on you device, subscribe now.