fbpx

ବଡ ଖବର: ଆଜି ୨୬୦୨ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩୧ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ୨୬୦୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୬୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.