fbpx

ରାଜ୍ୟର ୩୦ ଜିଲ୍ଲାରୁ ୨୬୦୪ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

Advertisement

ଭୁବନେଶ୍ୱର,୧୪ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୦୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୧୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୯,୫୪୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୮୫, ଅନୁଗୁଳୁରୁ ୨୧୬, କଟକରୁ ୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.