fbpx

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୭୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଭୁବନେଶ୍ୱର,୬ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୫୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮,୦୦୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୪୮ ଓ କଟକରୁ ୨୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.