ଭୁବନେଶ୍ୱର, ୧୦ା୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୭୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୦୮୦୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସର୍ବାଧିକ କଟକରୁ ୪୧୧, ଖୋର୍ଦ୍ଧାରୁ ୩୫୪, ମୟୁରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧, ଝାରସୁଗୁଡ଼ାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, କେନ୍ଦ୍ରାପଡ଼ାରୁ ୬୬, ଢ଼େଙ୍କନାଳରୁ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ୱରରୁ ୩୮, ସୁନ୍ଦରଗଡ଼ରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗୀରରୁ ୨୫, ସୋନପୁରରୁୁ ୨୪, ବୌଦ୍ଧରୁ ୨୩, ନୂଆପଡ଼ାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୁଳରୁ ୧୭, ଦେଓଗଡ଼ରୁ ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Another 2706 Covid patients have recovered and are being discharged on 10.09.2020
411 from Cuttack
354 from Khordha
233 from Mayurbhanj
173 from Ganjam
152 from Nayagarh
139 from Bargarh
132 from Puri
101 from Rayagada
93 from Jharsuguda
92 from Jajapur
82 from Keonjhar— H & FW Dept Odisha (@HFWOdisha) September 10, 2020
20 from Kandhamal
18 from Gajapati
17 from Anugul
5 from DeogarhThe total recovered cases of Odisha now stand at 108001
— H & FW Dept Odisha (@HFWOdisha) September 10, 2020