fbpx
BSKY SKY
BSKY SKY

ଖୁସି ଖବର: ରାଜ୍ୟରେ ଆଜି ୨୭୧୬ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

BSKY

ଭୁବନେଶ୍ୱର, ୨୧ ।୧୦(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୫୪,୯୧୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.