ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଏହା ମଧ୍ୟରେ ଆଜି ପୁଣି ୨୮୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୯୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୦୬ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 4th July
New Positive Cases: 2803
In quarantine: 1597
Local contacts: 1206(Details of local contacts will be shared by concerned Dist Administration)
District Wise Cases:
1. Angul: 97
2. Balasore: 155
3. Bargarh: 17
4. Bhadrak: 131
5. Balangir: 3— I & PR Department, Odisha (@IPR_Odisha) July 5, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୪ ହଜାର ୬୯୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୯୦ ହଜାର ୭୭୮ ରହିଥିବା ବେଳେ ୨୯ ହଜାର ୬୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 193
23. Nawarangpur: 15
24. Nayagarh: 115
25. Nuapada: 8
26. Puri: 154
27. Rayagada: 54
28. Sambalpur: 32
29. Sonepur: 18
30. Sundargarh: 62
31. State Pool: 91New recoveries: 3358
Cumulative tested: 14125511
Positive: 924699
Recovered: 890778
Active case: 29620— I & PR Department, Odisha (@IPR_Odisha) July 5, 2021