fbpx
BJD SKY
BJD SKY

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୮୫୪ ପଜିଟିଭ ଚିହ୍ନଟ

BJD

ଭୁବନେଶ୍ୱର, ୧୦ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୮୫୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୫୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୯୫ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୯୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୯୩ଓ କଟକରୁ ୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.