fbpx

ରାଜ୍ୟରେ ବ୍ଲାକ୍ ଫଙ୍ଗସ୍ ଯୋଗୁଁ ୨୯ ରୋଗୀଙ୍କ ଗଲା ଜୀବନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ସଂକ୍ରମଣ ହ୍ରାସ ପାଇଥିଲେ ବି ଏହାର ପ୍ରକୋପ ସମ୍ପୂର୍ଣ୍ଣ ଦୂରେଇ ଯାଇନି । ଏହାରି ମଧ୍ୟରେ ରାଜ୍ୟରେ ବ୍ଲାକ୍ ଫଙ୍ଗସରେ ୨୯ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ୨୧୨ ବ୍ଲାକ୍ ଫଙ୍ଗସ ରୋଗୀ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୧୦୯ ଜଣ ରୋଗୀ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏହା ସହ ବ୍ଲାକ ଫଙ୍ଗସରୁ ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.