fbpx

ରାଜ୍ୟରେ ଆଉ ୨କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ୧୧ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ପଜିଟିଭ୍ କେସ୍ ୫୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ୨୯୮ଟି ନମୁନା ପରୀକ୍ଷା କରାଯାଇଥିଲା ।
ଉଲ୍ଲେଖଯୋଗ୍ୟ ଯେ କରୋନରେ ରାଜ୍ୟରେ ଏହି ଦୁଇଜଣଙ୍କୁ ମିଶାଇ ୩୭ଜଣ ଆକ୍ଟିଭ୍ କେସ୍ ରହିଛି । ୧୨ଜଣ ସୁସ୍ଥ ହେବା ସାଙ୍ଗକୁ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି ।

Get real time updates directly on you device, subscribe now.