fbpx

ରାଜନଗରରେ ୩ ମୃତ ଡଲଫିନ୍

କେନ୍ଦ୍ରପଡା,୧୪ ।୧୨(ଓଡିଶା ଭାସ୍କର): କେନ୍ଦ୍ରପଡା ରାଜନଗର ବେଳାଭୂମିରେ ଲାଗିଲେ ୩ ମୃତ ଡଲଫିନ୍ । ପେଣ୍ଠ ସମୁଦ୍ର ବେଳାଭୂମିରେ ମୃତ ଡଲଫିନଙ୍କୁ କାଉ, କୁକୁର ଝୁଣି ଖାଉଥିବାର ଦେଖିବାକୁ ମିଳିଛି । ତେବେ ଟ୍ରଲର ମାଡରେ ଡଲଫିନଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଏନେଇ ରାଜନଗର ବନବିଭାଗ ତଦନ୍ତ ଆରମ୍ଭ କରିଦେଇଛି ।

Get real time updates directly on you device, subscribe now.