fbpx
BSKY SKY
BSKY SKY

ଭୁବନେଶ୍ୱରରେ ଆଉ ୩ କରୋନା ରୋଗୀ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୯କୁ ବୃଦ୍ଧି

BSKY

ଭୁବନେଶ୍ୱର, ୩ା୪(ଓଡ଼ିଶା ଭାସ୍କର): ବର୍ତ୍ତମାନ କରୋନାରେ ଆଉ ୩ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ରୋଗୀ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ସମସ୍ତ ୩ଜଣ କରୋନା ଆକ୍ରାନ୍ତ ରାଜଧାନୀ ଭୁବନେଶ୍ୱର ସ୍ଥିତ ବମିଖାଲ ଅଞ୍ଚଳର ବୋଲି ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Get real time updates directly on you device, subscribe now.