fbpx

Big Breaking: ବଜ୍ରାଘାତରେ ଚାଲିଗଲା ୪ ଜଣଙ୍କ ପ୍ରାଣ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏଠାରେ କାଳବୈଶାଖୀ ବର୍ଷା, ପବନ ହୋଇ ବଜ୍ରପାତ ଯୋଗୁଁ ୪ ଜଣଙ୍କର ମୃତ୍ୟୁ ଘଟିଛି । ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ ଜଣଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଆଳି ଶାଳିଅଞ୍ଚ ଭେଡାରେ ବଜ୍ରାଘାତ ଯୋଗୁଁ ଆଉ ଜଣେ ମୃତ୍ୟୁ ବରଣ କରିଛନ୍ତି । ତେବେ କାଳବୈଶାଖୀ ଯୋଗୁଁ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଭାଙ୍ଗିବା ସହ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି ।

Get real time updates directly on you device, subscribe now.