fbpx

୩ ରଥର ସଂରକ୍ଷଣ ପାଇଁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର, ୨୯/୭(ଓଡିଶା ଭାସ୍କର):ଚଳିତବର୍ଷ ୩ ରଥର ସଂରକ୍ଷଣ ପାଇଁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ସୁରକ୍ଷିତ ଭାବରେ ରଥ ଖୋଲିବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ହୋଇଛି।

ସେବକ ଓ ପରିଚାଳନା କମିଟି ସଦସ୍ୟଙ୍କ ତତ୍ତ୍ୱାବଧାନରେ ଏହି କାମ ହେବ । ମାସେ ଧରି ରଥଖୋଲା ଚାଲିବା ସହ ସ୍ଥାନାନ୍ତରଣ ଓ ରଥଯୋଡ଼ା କାମ ମଧ୍ୟ ହେବ । ରଥକୁ ନଭାଙ୍ଗି ସୁରକ୍ଷିତ ଭାବେ ଭୋଇ ସେବକ ମାନେ ଖୋଲିବେ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭରେ ୩ରଥ ରହିବ ବୋଲି ସୂଚନା ରହିଛି ।

Get real time updates directly on you device, subscribe now.