fbpx

ଏନକାଉଣ୍ଟରରେ ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୨୯/୬: ଜମ୍ମୁ-କାଶ୍ମୀର ଅନନ୍ତନାଗରେ ଆଜି ପୁଣି ମୁହାଁମୁହିଁ ହୋଇଛନ୍ତି ସୁରକ୍ଷାକର୍ମୀ-ଆତଙ୍କୀ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ପରେ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରହିଛନ୍ତି ଭାରତୀୟ ଯବାନ। ତେବେ ଆତଙ୍କବାଦୀଙ୍କ ଠାରୁ ଏକେ-୪୭ ଓ ୨ଟି ପିସ୍ତଲ ଜବତ ହୋଇଛି।

Get real time updates directly on you device, subscribe now.