fbpx

ରାଜ୍ୟରେ ଆଉ ୩୦ କୋରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୭/୫(ଓଡିଶା ଭାସ୍କର): ରାଜ୍ୟରେ ଆଉ ୩୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ଗତକାଲି ସୁସ୍ଥ ହୋଇଥିବା ୩୦ ଜଣଙ୍କୁ ଘରକୁ ପଠାଯାଇଛି । ସେମାନଙ୍କ ମଧ୍ୟରେ ଗଞ୍ଜାମର ୨୮, କଟକ ଓ ବାଲେଶ୍ବରର ଜଣେ ଲେଖାଏଁ ସୁସ୍ଥ ହୋଇଥିବା ସୂଚନା ମିଳିଛି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି ।

Get real time updates directly on you device, subscribe now.