fbpx

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୦୬୭ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୯ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୦୬୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୦୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୮ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୫,୬୭୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫୫ ଓ କଟକରୁ ୨୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.