ଭୁବନେଶ୍ୱର,୧୭ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୦୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୩୩,୪୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 3607 Covid patients have recovered and are being discharged on 17.09.2020
1037 from Khordha
415 from Puri
299 from Cuttack
140 from Bolangir
128 from Mayurbhanj
127 from Jajapur
112 from Baleswar
107 from Sundargarh
105 from Jagatsinghpur
104 from Nabarangpur— H & FW Dept Odisha (@HFWOdisha) September 17, 2020
19 from Kalahandi
18 from Deogarh
16 from Kandhamal
12 from AnugulThe total recovered cases of Odisha now stand at 133466
— H & FW Dept Odisha (@HFWOdisha) September 17, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ପୁରୀରୁ ୪୧୫, କଟକରୁ ୨୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।