fbpx

ଦେଶରେ ୩୧୨ ମୃତ, ୨୪ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୪ା୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୬ ହଜାର ୭୫୬କୁ ବୃଦ୍ଧି ପାଇଛି । ଦିନକରେ ୨୪ ହଜାର ୭୧୨ ଜଣ ଆକ୍ରାନ୍ତ ହୋଇଛନ୍ତି । ତେବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୨୩ ହଜାର ୭୭୮କୁ ବୃଦ୍ଧି ପାଇଛି ।

ମୋଟ ଆକ୍ଟିଭ କେସ ୨ ଲକ୍ଷ ୮୩ ହଜାର ୮୪୯ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୯୬ ଲକ୍ଷ ୯୩ ହଜାର ୧୭୩ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.