ଭୁବନେଶ୍ୱର,୧୨ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୨୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୧୫,୨୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 3217 Covid patients have recovered and are being discharged on 12.09.2020
647 from Khordha
281 from Mayurbhanj
275 from Cuttack
218 from Bargarh
206 from Rayagada
126 from Ganjam
116 from Keonjhar
112 from Jajapur
112 from Koraput
103 from Puri
96 from Jharsuguda— H & FW Dept Odisha (@HFWOdisha) September 12, 2020
21 from Gajapati
12 from Kalahandi
7 from Boudh
4 from DeogarhThe total recovered cases of Odisha now stand at 115279
— H & FW Dept Odisha (@HFWOdisha) September 12, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ମୟୂରଭଞ୍ଜରୁ ୨୮୧, କଟକରୁ ୨୭୫, ବରଗଡରୁ ୨୧୮, ରାୟଗଡାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ ୧୧୨, କୋରାପୁଟରୁ ୧୧୨, ପୁରୀରୁ ୧୦୩, ଝାରସୁଗୁଡାରୁ ୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।