ଭୁବନେଶ୍ୱର,୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୧୬,୯୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 3312 Covid patients have recovered and are being discharged on 08.10.2020
658 from Khordha
262 from Cuttack
153 from Baleswar
151 from Nuapada
128 from Jharsuguda
121 from Mayurbhanj
117 from Keonjhar
112 from Anugul
109 from Bolangir
103 from Malkangiri— H & FW Dept Odisha (@HFWOdisha) October 8, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡାରୁ ୧୫୧, ଝାରସୁଗୁଡାରୁ ୧୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
39 from Boudh
34 from Rayagada
16 from Gajapati
12 from Deogarh
200 from State PoolThe total recovered cases of Odisha now stand at 216984
— H & FW Dept Odisha (@HFWOdisha) October 8, 2020