fbpx

ଖୁସି ଖବର: ରାଜ୍ୟରେ ଆଜି ୩୩୭୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୭ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୭୩,୫୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୫୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ୨୮୯, ପୂରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡାରୁ ୧୪୧, କନ୍ଧମାଳ ଓ ସୁନ୍ଦରଗଡରୁ ୧୩୭, ମ୍ରୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୨୭, କେନ୍ଦ୍ରାପଡାରୁ ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.