ଭୁବନେଶ୍ୱର,୫ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୯୩,୭୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 3443 #COVID19 patients have recovered and are being discharged on 05.09.2020
951 from Khordha
251 from Cuttack
213 from Mayurbhanj
164 from Bhadrak
161 from Dhenkanal
154 from Rayagada
148 from Ganjam
144 from Jajapur
137 from Baleswar
117 from Nayagarh
110 from Koraput— H & FW Dept Odisha (@HFWOdisha) September 5, 2020
12 from Kalahandi
11 from Boudh
8 from Deogarh
5 from AnugulThe total recovered cases of Odisha now stand at 93774
— H & FW Dept Odisha (@HFWOdisha) September 5, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୫୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।